Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ବ୍ରହ୍ମପୁର : ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୩ ଜଣଙ୍କ ମୃତ୍ୟୁ, ଉଦ୍ଧାର କରିବାକୁ ଯାଇ ଜଣଙ୍କ ପରେ ଜଣେ ମୃତ

22/07/2021 at 9:13 PM

ବ୍ରହ୍ବପୁର ୨୨/୦୭ : ଗୋପାଳପୁର ସ୍ଥିତ ବିକ୍ରମପୁର ଗାଁରେ ଅଘଟଣ । ପାଇଖାନା ଟାଙ୍କିରେ ପଶି ୩ ଜଣ ଜଣଙ୍କ ମୃତ୍ୟୁ ଘଟିଛି । ଶ୍ବାସରୁଦ୍ଧ ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଉଦ୍ଧାର କରିବାକୁ ଯାଇ ଜଣଙ୍କ ପରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ଏନ୍‌ ସଦାନନ୍ଦ, ପି କ୍ରୀଷ୍ଣା ଏବଂ ପି. ଦାଲେୟା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

   Related Posts