Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

କାନ୍ଥକୁ ଧକ୍କା ଦେଲା ପାଇପ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୩ ଜଣ

1/12/2019 at 10:22 AM

ଗଜପତି ୧/୧୨: ଗଜପତି ଜିଲ୍ଲା ମୋହନା ଥାନା ଯୁବଗାଁ ଆଶ୍ରମ ସ୍କୁଲ କାନ୍ଥକୁ ଧକ୍କା ଦେଇଛି ପାଇପ ବୋଝେଇ ଟ୍ରକ ।

ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ଚନ୍ଦ୍ରଗିରିରୁ ଏକ ପାଇପ ବୋଝେଇ ଟ୍ରକ ବିଳମ୍ବିତ ରାତିରେ ବ୍ରହ୍ମପୁର ଯାଉଥିଲା । ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାତିରେ ଯୁବଗାଁ ନିକଟରେ ଥିବା ଏକ କଲଭର୍ଟ  ଉପର ଦେଇ ଯିବା ସହ ସ୍କୁଲ କାନ୍ଥକୁ ଧକ୍କା ଦେଇଥିଲା । ତେବେ ଟ୍ରକ ରେ ୩ଜଣ ଥିବାବେଳେ ସେମାନେ ଅଳ୍ପକେ ବର୍ତିଯାଇଛନ୍ତି ।ପୋଲିସ ଘଟଣାର ତଦନ୍ତ କରୁଛି ।

   Related Posts