Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଚାଷ ଜମି ଭିତରକୁ ମାଡ଼ିଗଲା କାର୍ : ୩ଜଣ ଚାଷୀଙ୍କ ଘଟଣାସ୍ଥଳରେ ମୃତ୍ୟୁ

14/11/2020 at 5:32 PM

ପାଟନ୍ ୧୪/୧୧: ଗୁଜରାଟର ପାଟନ୍ ଜିଲ୍ଲାରେ ଶନିବାର ଏକ ଏସୟୁଭି କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାକୁ ଲାଗିଥିବା ଏକ ଚାଷଜମି ଭିତରକୁ ମାଡ଼ି ଯାଇଥିଲା। ଫଳରେ ସେଠାରେ କାମ କରୁଥିବା ୩ଜଣ ଚାଷୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା।

ପୋଲିସର କହିବା ଅନୁସାରେ ଏହି ଦୁର୍ଘଟଣା ଜାତୀୟ ରାଜପଥରେ ଥିବା କଲ୍ୟାଣପୁରା ଗାଁରେ ଶନିବାର ସକାଳ ୮ଟାରେ ହୋଇଥିଲା। କାର୍‌ର ବେଗ ଏତେ ଥିଲା ଯେ ରାସ୍ତାରୁ ବାହାରି ଚାଷଜମିରେ ମାଡ଼ିଯାଇଥିଲା। ଫଳରେ ସେଠାରେ କାମ କରୁଥିବା ୩ଜଣ ଚାଷୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା।

ମୃତକଙ୍କ ପରିଚୟ ଧନଭାଇ ଠାକୋର(୩୦),ପ୍ରଭୁ ଠାକୋର(୩୫) ଏବଂ ନାଭା ଠାକୋର(୪୦) ବୋଲି ଜଣା ପଡ଼ିଛି। ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ରାଧନପୁର ହସ୍ପିଟାଲକୁ ପଠାଯାଇଛି।

ଗାଡ଼ି ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ କରାଯିବ। ଚାଳକ କଚ୍ଛରୁ ଗୋଟିଏ ପରିବାରକୁ ନେଇ ପାଳନପୁର ନେଇ ଯାଉଥିଲା। ଏୟାରବ୍ୟାଗ୍ ଖୋଲିଯିବାରୁ କାରରେ ଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ।

   Related Posts