Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଲାଏ ଡିଟେକ୍ସନ ଫାଶରେ ଆଦିତ୍ୟଙ୍କ ୩ ସହଯୋଗୀ: ଫିଟିବ କି ହତ୍ୟାକାଣ୍ଡର ଗୁମର ?

28/08/2020 at 9:57 AM

ଭୁବନେଶ୍ବର୨୮/୮: ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ଫରେନ୍‌ସିକ ସେଣ୍ଟରରେ ହାଜର ହେଲେ ବିକାଶ, ପପୁ ଏବଂ ଦୀପକ।

ଆଦିତ୍ୟଙ୍କ ଏହି ୩ ସହଯୋଗୀଙ୍କ  ଲାଏ ଡିଟେକ୍ସନ୍ ଟେଷ୍ଟ ଆରମ୍ଭ ହୋଇଛି।

ଗତକାଲି ଲାଏ ଡିଟେକ୍ସନ ଟେଷ୍ଟରେ ବିଦ୍ୟାଶ୍ରୀଙ୍କୁ ୫ ଘଣ୍ଟା ଜେରା  କରିଥିଲା କ୍ରାଇମ ବ୍ରାଞ୍ଚ। ରସୁଲଗଡ଼ସ୍ଥିତ ଫରେନ୍ସିକ ଲ୍ୟାବ୍‌ରେ ଏମାନଙ୍କ ଲାଏ ଡିଟେକ୍ସନ ଚାଲିଛି।ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ଦୀର୍ଘ ୫ ଘଣ୍ଟା ଧରି ଲାଏ ଡିଟେକ୍ସନର ସମ୍ମୁଖୀନ ହୋଇଥିଲେ।

ଆଜି ଆଦିତ୍ୟଙ୍କ ୩ ସହଯୋଗୀ ଲାଏ ଡିଟେକ୍ସନ ଫାଶରେ ପଡିଛନ୍ତି। ଗତକାଲି ବିଦ୍ୟାଶ୍ରୀଙ୍କୁ କ୍ରାଇମବ୍ରାଞ୍ଚ ଗୁଡାଇତୁଡାଇ ପ୍ରଶ୍ନ କରିଥିଲା।

   Related Posts