Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗାଙ୍ଗୁଲିଙ୍କୁ ହରାଇଲେ ଶାହ : ୧ ରନରେ ପରାସ୍ତ ହେଲା ଦାଦାଙ୍କ ଟିମ୍
  • ||
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ଆର୍ଥିକ ଅନିୟମିତତା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହେଲେ ୩ ସରପଞ୍ଚ, ଜାଣନ୍ତୁ କିଏ?

4/01/2020 at 7:51 PM

ଭୁବନେଶ୍ୱର ୪।୧:  ଦୁର୍ନୀତି ବିରୋଧରେ ଗତବର୍ଷ ରାଜ୍ୟ ସରକାର ଆରମ୍ଭ କରିଥିବା କାର୍ଯ୍ୟକ୍ରମ ନୂଆ ବର୍ଷରେ ବି ଜାରି ରଖିଛନ୍ତି। ଫଳରେ ଆର୍ଥିକ ହେରଫେର ମାମଲାକୁ ନେଇ ସରକାର ୩ ଜଣ ସରପଞ୍ଚଙ୍କୁ ନିଲମ୍ବିତ କରିଛନ୍ତି। ଏଥିରେ  କେନ୍ଦୁଝର ସୁଲଣା ପଞ୍ଚାୟତର ସରପଞ୍ଚ ଅଲିଭା ପଲେଇ , ଭଦ୍ରକ ବେତଡା ପଞ୍ଚାୟତ ସରପଞ୍ଚ ବିମ୍ବାଧର ଦାସ ଓ ବରଗଡ କଳାପାଣି ପଞ୍ଚାୟତ ସରପଞ୍ଚ କେ.ଭି.ରେଡ୍ଡୀ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି।

ଉପରୋକ୍ତ ୩ ଗ୍ରାମପଞ୍ଚାୟତର ସରପଞ୍ଚମାନଙ୍କ ବିରୋଧରେ ଆର୍ଥିକ ହେରଫେର ନେଇ ଅଭିଯୋଗ ଥିଲା। ତଦନ୍ତରୁ ଏହା ପ୍ରାମାଣିତ ହୋଇଥିବା ବେଳେ ସରକାର କାର୍ଯ୍ୟାନୁଷ୍ଠାନ କରିଛନ୍ତି।   

   Related Posts