Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଅଟୋ ଏବଂ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ଗୁରୁତର

7/08/2019 at 2:29 PM

ଆନନ୍ଦପୁର୭|୮:  ଅଟୋ ଏବଂ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୩ଜଣ ଅଟୋ ଯାତ୍ରୀ ଆହତ ହୋଇଛନ୍ତି । ଘସିପୁରା ଥାନା ଆନନ୍ଦପୁର ଉପଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଡାକ୍ତରଖାରେ ରୋଗୀ ଛାଡି ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଅଟୋ ସାମ୍ନାରୁ ଧକ୍କା ଦେଇଥିଲା । ଆନନ୍ଦପୁର ଡାକ୍ତରଖାନାରେ ଆହତଙ୍କ ଚିକିତ୍ସା ଚାଲିଛି । ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର ଅଛି ।

   Related Posts