Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଡିସଚାର୍ଜ
  • ||
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ବାରହା ଆକ୍ରମଣରେ ୩ ଗୁରୁତର

9/01/2019 at 5:52 PM

ସମ୍ଵଲପୁର ୯|୧ : ସମ୍ଵଲପୁର ପଡ଼ିଆବାହାଲ ରେଞ୍ଜ ଅନ୍ତର୍ଗତ ଭୋଇପାଲି ଗାଁରେ ଜଙ୍ଗଲୀ ବାରହା ଆକ୍ରମଣ ରେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମଧ୍ୟରେ  ୨ଜଣ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି । ଆଜି ଦିନ ପ୍ରାୟ ୧୦ ସମୟରେ ପାଖ ଜଙ୍ଗଲରୁ ଏକ ବାରହା ଭୋଇପାଲି ଗାଁକୁ ଆସି ୩ ଜଣ ଗ୍ରାମବାସୀଙ୍କୁ ଆକ୍ରମଣ କରିଥିବାର ବନବିଭାଗ ତରଫରୁ କୁହାଯାଇଛି । ଖବର ପାଇବା ପରେ ବନ ବିଭାଗ ପୋଲିସକୁ ଖବର ଦେଇ ଘଟଣାସ୍ଥଳରେ ପହଞ୍ଚି  ଆହତ ମାନଙ୍କୁ ଉଦ୍ଧାର କରି ସମ୍ଵଲପୁର ସରକାରୀ ମୁଖ୍ୟ ଚିକିତ୍ସାଳୟରେରେ ଭର୍ତ୍ତି କରିଛନ୍ତି । ଆହତ ମାନେ ହେଲେ ନୀଳମାଧବ ମୁଣ୍ଡା, ନିରାଶି ମୁଣ୍ଡା, ଚୈତନ୍ୟ ମିରଧା । ସମସ୍ତଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଚେଷ୍ଟା କରାଯାଉଥିବା ବନବିଭାଗ ତରଫରୁ କୁହାଯାଇଛି।

   Related Posts