Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାସ୍ତା କଡକୁ ଓଲଟିଲା ଆମ୍ବୁଲାନ୍ସ : ତିନି ଗୁରୁତର

12/08/2019 at 10:02 AM

ଭଦ୍ରକ ୧୨/୮: ୧୬ଜାତୀୟ ରାଜପଥ ଭଣ୍ଡାରିପୋଖରୀ ନିକଟରେ ରାସ୍ତା କଡକୁ ଆମ୍ବୁଲାନ୍ସ  ଓଲଟିପଡ଼ିଛି। ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି।ସେମାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ଧାମନଗର ବ୍ଲକ ଗୋବିନ୍ଦପୁର ଗାଁର ପରମେଶ୍ବର ମିଶ୍ରଙ୍କର ହୃଦଘାତରେ କଟକ ଏସିବିରେ ମୃତ୍ୟୁ ହୋଇଥିଲା । ପରମେଶ୍ବରଙ୍କ ମୃତ ଦେହକୁ ଏକ ଘରୋଇ ଆମ୍ବୁଲାନ୍ସରେ ଭଦ୍ରକ ଗୋବିନ୍ଦପୁର ଗାଁକୁ ଆଣୁଥିବାବେଳେ ଭଣ୍ଡାରିପୋଖରୀ ଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା ।ମୃତ ଦେହ ନେଇ ଆସୁଥିବା ୩ଜଣ ସମ୍ପର୍କୀୟ ମଧ୍ୟ ଗୁରୁତର ହୋଇଛନ୍ତି ।ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନା ରେ ଭର୍ତ୍ତି କରିଛନ୍ତି।  .

   Related Posts