Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଜଳିଗଲା କାର୍ ; ପୂର୍ବତନ ବିଧାୟକ ଯୋଗେଶ ସିଂଙ୍କ ସମେତ ୩ ଆହତ

9/03/2019 at 8:42 AM

ଅନୁଗୁଳ ୯|୩ : ସୁନ୍ଦରଗଡ ପୂର୍ବତନ ବିଧାୟକ ଯୋଗେଶ ସିଂଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଅନୁଗୁଳ ମଇଧରପୁର ପେଟ୍ରୋଲ ପମ୍ପ୍ ନିକଟରେ  ଘଟିଛି ଦୁର୍ଘଟଣା ହୋଇଛି । ଗଛରେ ପିଟି ହେବାରୁ ତାଙ୍କର କାର ଜଳିଯାଇଛି। ବିଧାୟକ ଯୋଗେଶ ସିଂଙ୍କ ସମେତ ତାଙ୍କର ୩ ସହଯୋଗୀ ଟଙ୍କଧର ବାଗ୍, ପ୍ରଦୀପ କୁମାର ସାହୁଓ ବିକ୍ରିମ ପ୍ରତାପ ରାଉତ ଗୁରତର ଆହତ। ଗୁରତର ଆହତମାନଙ୍କୁ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁନ୍ଦରଗଡରୁ ଭୁବନେଶ୍ବର ଆସୁଥିଲେ ବିଧାୟକ ଯୋଗେଶ ସିଂ। ସେହି ସମୟରେ ହିଁ ଦୁର୍ଘଟଣା ଘଟିଛି ।

   Related Posts