Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ରୋଷେଇ ବେଳେ ଗ୍ୟାସ୍ ଲିକ୍‌ରୁ ଅଗ୍ନିକାଣ୍ଡ : ବାପା-ମା’ ଓ ୮ବର୍ଷର ପୁଅ ଆହତ

30/05/2020 at 3:42 PM

ବାଲେଶ୍ବର ୩୦।୫: ରୋଷେଇ କରୁଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ହୋଇଛି । ବାଲେଶ୍ବର ଜିଲ୍ଲା ସିଂଲା ଥାନା କଷାଫଳ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଅଗ୍ନିକାଣ୍ଡରେ ବାପା-ମା’ ଓ ୮ ବର୍ଷର ପୁଅ ଆହତ ହୋଇଛନ୍ତି । ସମସ୍ତଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗ୍ୟାସ୍ ସିଲିଣ୍ଡରରୁ ବର୍ଣ୍ଣରକୁ ସଂଯୋଗ କରୁଥିବା ପାଇପ୍ ରୁ ଗ୍ୟାସ୍ ଲିକ୍ ହୋଇଥିଲା । ଯାହା ଫଳରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡରେ ରୋଷେଇ କରୁଥିବା ମହିଳାଙ୍କ ସମେତ, ତାଙ୍କ ୮ ବର୍ଷର ପୁଅ ଓ ସ୍ବାମୀ ଆହତ ହୋଇଛନ୍ତି । ସ୍ତ୍ରୀ ଓ ପୁଅକୁ ଉଦ୍ଧାର କରିବାକୁ ଯାଇ ବାପା ରବୀନ୍ଦ୍ର ମଣ୍ଡଳ  ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts