Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଚୋରି କରିବା ପୂର୍ବରୁ ପୋଲିସ୍‌ କବ୍‌ଜାରେ ଚୋର,ଦୁର୍ବୃତ୍ତଙ୍କଠାରୁ ଲଙ୍କାଗୁଣ୍ଡ ପ୍ୟାକେଟ୍ ଜବତ କଲା ପୋଲିସ୍

11/01/2020 at 9:59 PM

ବ୍ରହ୍ମପୁର୧୧/୧: ଚୋରି କରିବା ପୂର୍ବରୁ ପୋଲିସ୍‌ କବ୍‌ଜାରେ ଚୋର। ଡ଼କାୟତମାନେ ଚୋରି କରିବା ପାଇଁ ହାତରେ ହସ୍ତ୍ରଶସ୍ତ୍ର ଧରି ଯୋଜନା କରିଥିଲେ। କିନ୍ତୁ ଏହା ପୂର୍ବରୁ ଡ଼କାୟତଙ୍କ ସବୁ ପ୍ଲାନକୁ ପୋଲିସ ଭଣ୍ଡୁର କରି ଦେଇଥିଲା। ଜାତୀୟ ରାଜପଥ-୧୫୭ ସୋମନାଥପଲ୍ଲୀ ଢ଼ାବା ନିକଟରେ ଅଚାନକ ପୋଲିସ୍ ଚଢ଼ାଉ କରିଥିଲା।

ପୋଲିସ୍‌ ସୂଚନା ଅନୁସା​‌​‌ରେ ୬ ଜଣ ଦୁର୍ବୃତ୍ତ ଚୋରି କରିବା ପାଇଁ ପୁରା ଷଡ଼ଯନ୍ତ୍ର କରିଥିଲେ। ପୋଲିସ୍ ଖବର ପାଇବା ପରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି। ଦୁର୍ବୃତ୍ତଙ୍କଠାରୁ ବିଭିନ୍ନ ପ୍ରକାର ମାରଣା ଅସ୍ତ୍ର ୪ଟି ଅଫୁଟା ବୋମା, ଗୋଟିଏ ଖଣ୍ଡା, ୩ ପ୍ୟାକେଟ୍ ଲଙ୍କା ଗୁଣ୍ଡ, ଦୁଇଟି ମଟର ସାଇକେଲ୍ ଓ ୫ଟି ମୋବାଇଲ୍ ଫୋନ ପୋଲିସ ଜବତ କରିଛି।

   Related Posts