Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ସମ୍ପତ୍ତି ବିବାଦକୁ ନେଇ ୨ଟି ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ : ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ,୪ ଆହତ

11/09/2020 at 12:28 PM

ରାୟପୁର ୧୧/୯: ଛତିଶଗଡ଼ରେ ସମ୍ପତ୍ତି ବିବାଦକୁ ନେଇ ୨ଗୋଷ୍ଠୀ ମଧ୍ୟରେ ଏପରି ବିବାଦ ହୋଇଛି ଯେ ଏଥିରେ ଗୋଟିଏ ପରିବାରର ୩ଜଣଙ୍କ ଜୀବନ ଚାଲି ଯାଇଛି। ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାର ଜୋବା ଗାଁରେ ସମ୍ପତ୍ତି ବିବାଦକୁ ନେଇ ୨ଟି ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଛି,ଯେଉଁଥିରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪ଜଣ ଆହତ ହୋଇଛନ୍ତି।

 ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ପାଇଁ ନିଆଯାଇଛି। ଏହି ଘଟଣାରେ ସାମିଲ ୨ଅଭିଯୁକ୍ତ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ମାମଲାର ତଦନ୍ତ ଜାରି ରହିଛି।

   Related Posts