Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ନିର୍ମାଣ ହେବ ଆଉ ୩ଟି ସାଇବର ଥାନା : ଭୁବନେଶ୍ୱର କରାଯିବ ଟ୍ରେନିଂ ସେଣ୍ଟର

17/06/2019 at 2:03 PM

ଭୁବନେଶ୍ୱର ୧୭/୬ : ରାଜ୍ୟରେ ନିର୍ମାଣ ହେବ ଆଉ ୩ଟି ସାଇବର ଥାନା । ଭୁବନେଶ୍ବରରେ ସାଇବର ଥାନା ସହ କରାଯିବ ଟ୍ରେନିଂ ସେଣ୍ଟର । ପୂର୍ବରୁ ୪ଟି ସ୍ଥାନରେ ସାଇବର ଥାନା ରହିଛି । ସାଇବର ଜନିତ ମାମଲାର ତଦନ୍ତ ପାଇଁ ୪ ଦିନିଆ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।କାର୍ଯ୍ୟକ୍ରମରେ ପୋଲିସ ଡିଜି ଆର୍‌.ପି ଶର୍ମା, କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟୟ ଉପସ୍ଥିତ ଅଛନ୍ତି । ୟୁନିସେଫ ସହାୟତାରେ ଥାନା ଅଧିକାରୀମାନଙ୍କୁ ତାଲିମ ଦିଆଯିବ । ଏନେଇ ପୋଲିସ ଡିଜି ଆର୍‌.ପି ଶର୍ମା ସୂଚନା ଦେଇଛନ୍ତି ।

   Related Posts