Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

୩ ଲାଞ୍ଚୁଆ ପୁଲିସ କର୍ମଚାରୀ ନିଲମ୍ବିତ, ଲାଞ୍ଚ ନେବା ମହଙ୍ଗା ପଡିଲା

13/01/2020 at 10:50 AM

ସମ୍ବଲପୁର ୧୩/୧: ଲାଞ୍ଚ ନେବା ପୋଲିସ ବାବୁଙ୍କୁ ପଡିଲା ମହଙ୍ଗା । ସମ୍ବଲପୁର ଜିଲା ଯୁଯୁମରା ଥାନା ୩ ଜଣ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି ।

ଜଣେ ବେଆଇନ କାଠ ଚାଲାଣକାରୀଙ୍କୁ ପୋଲିସ ଧରିବା ପରେ ତାଙ୍କଠାରୁ ଟଙ୍କା ଲାଞ୍ଚ ନେବା ଭିଡିଓ ଭାଇରାଲ ହୋଇଥିଲା । ଘଟଣାରେ ଯୁଯୁମରା ଥାନାର କନେଷ୍ଟବଲ, ହାବିଲଦାର ଓ ଡ୍ରାଇଭରଙ୍କୁ ନିଲମ୍ବନ କରିଛନ୍ତି ସମ୍ବଲପୁର ଏସପି  ।

   Related Posts