Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ବିସ୍ଫୋରଣରେ ୩ ସ୍କୁଲ ଛାତ୍ର ଗୁରୁତର : ବ୍ୟାଟେରୀ ଫାଟିଥିବା ସନ୍ଦେହ

3/03/2020 at 10:05 AM

ସାନଖେମୁଣ୍ଡି ୩/୩: ବିସ୍ଫୋରଣ ଘଟି ତିନି ସ୍କୁଲ ଛାତ୍ର ଗୁରୁତର ହୋଇଛନ୍ତି। ହିଂଜିଳି ଥାନା ସମପୁର ଗାଁରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିସ୍ଫୋରଣର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଡିଟୋନେଟର କିମ୍ବା ବ୍ୟାଟେରୀ ଫାଟିଥିବା ସୂଚନା ମିଳିଛି।

ଗୁରୁତର ଛାତ୍ରଙ୍କୁ ପ୍ରଥମେ ହିଞ୍ଜିଳି ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ହିଞ୍ଜିଳି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts