Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ଗୁରୁତର, ଜଣଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର

29/10/2020 at 6:48 PM

ଆଠଗଡ଼୨୯/୧୦: ମର୍ମନ୍ତୁଦ ସଡ଼କ ଘଟଣାରେ ୩ ଜଣ ଗୁରୁତର।  ପୁରୁଣା କଟକ ସମ୍ବଲପୁରରାସ୍ତାକୁ  ସଂଯୋଗ କରୁଥିବା ଘଣ୍ଟିଖାଲ ବଜାର ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ୨ଟି ମାଲବାହି ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା।

ସେମାନଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା  ସଙ୍କାଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ତାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ୍ କର୍ମଚାରୀଙ୍କ ସମେତ ସ୍ଥାନୀୟ ଲୋକଙ୍କ ଗହଳି ଲାଗି ରହିଛି।

   Related Posts