Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ପିକଅପ୍‌ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

12/01/2021 at 6:23 PM

ମାର୍ଶାଘାଇ୧୨/୧: ୫ ନମ୍ବର ଜାତୀୟ ପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ପିକଅପ୍ ଭ୍ୟାନ ଦୁର୍ଘଟଣାରେ ୩ ଜଣ ଗୁରୁତର। ଗୁରୁତରମାନଙ୍କୁ ପ୍ରଥମେ ମର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ କେନ୍ଦ୍ରାପଡା ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଲାଗିଛି। ଯାହାଫଳରେ ଯାତାୟତାରେ ବାଧାପ୍ରାପ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ଗୁରୁତରଙ୍କ ପରିଚୟ ମିଳି ପାରି ନାହିଁ।

   Related Posts