Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍

26/09/2019 at 8:07 AM

ସମ୍ବଲପୁର ୨୬।୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ବର୍ତ୍ତମାନ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୪ଟି ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୭୦ ହଜାର ୯୯୦ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି  ୭୦ ହଜାର ୯୯୦ କ୍ୟୁସେକ୍ ଜଳ ।

   Related Posts