Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ଜାମ୍ମୁ-କାଶ୍ମୀରରେ ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଆତଙ୍କବାଦୀ ନିହତ

16/10/2019 at 10:35 AM

ଶ୍ରୀନଗର – ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ହିଜାବୁଲ୍‌ ମୁଜାହିଦ୍ଦିନ ଆତଙ୍କବୀଦୀ ନିହତ । ଅନନ୍ତନାଗ ଜିଲ୍ଲା ପାଜଲପୁରା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ୩ ଜଣ ଆତଙ୍କବାଦୀ ନିହତ ହେବାପରେ ସେହି ଅଞ୍ଚଳରେ ତଲାସୀ ଅଭିଯାନକୁ ଜୋରଦାର କରାଯାଇଛି ।

ସକାଳ ୬ଟାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସେନା ଓ ସିଆର୍‌ପିଏଫ୍‌ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ।

   Related Posts