Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାର୍ଦ୍ଦିକ ୩୦ ବଲ୍‌ରୁ ୪୦ ରନର ମ୍ୟାଚ୍ ବିଜୟୀ ଅପରାଜିତ ଇନିଂସ ଖେଳିଛନ୍ତି। କିରଣ ପୋଲାର୍ଡ ୧୫ ରନରେ ଅପରାଜିତ ଥିଲେ।
  • ||
  • ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇଲା ଗାଡ଼ି, ଜଣେ ମୃତ, ଜଣେ ଗୁରୁତର
  • ||
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||

ସ୍ମାର୍ଟ ସିଟିର ସ୍ମାର୍ଟ ଚିତ୍ର : ବର୍ଷା ପାଣିରେ ଭାସିଗଲେ ୩ ଯୁବକ

3/09/2019 at 9:51 AM

ଭୁବନେଶ୍ବର ୩/୯: । ବର୍ଷା ପାଣିରେ ୩ ଯୁବକ ଭାସିଯାଇଥିଲେ । ବାଇକ୍‌ରେ ଯାଉଥିବା ବେଳେ ଏହି କାଣ୍ଡ ଘଟିଛି। ଆଚାର୍ଯ୍ୟବିହାର ପଛପଟ ଅଞ୍ଚଳରେ ବର୍ଷା ପରେ ସାଂଘାତିକ ଘଟଣା ଦେଖିବାକୁ ମିଳିଥିଲା।

ବର୍ଷା ଯୋଗୁ ବନ୍ୟା ସ୍ଥିତିଦେଖିବାକୁ ମିଳିଥିଲା ।ରାତି ପ୍ରାୟ ୧୨ଟା ୫୫ରେ ସିସିଟିଭିରେ ଏହି  ଦୃଶ୍ୟ କଓଦୀ ହୋଇଛି | ବାଇକ୍‌ରେ ୩ ଜଣ ଯୁବକ ଯାଉଥିବା ବେଳେ ବର୍ଷା ପାଣିରେ କିଛି ବାଟ ଭାସି ଯାଇଥିଲେ ।

   Related Posts