Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗାଁ ନିକଟ ଜଙ୍ଗଲରେ ୩୦ ଟିକିଆ ହାତୀପଲ, ଭୟରେ ଗ୍ରାମବାସୀ

15/06/2021 at 9:00 AM

ତେଲକୋଇ,୧୫/୦୬: କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ ଅଞ୍ଚଳ ଦୁଲ୍ଲଭପୁର ଗାଁ ନିକଟରେ ହାତୀ ଆତଙ୍କ  । ଲୋକେ ଭୟଭୀତ ।ଦୁଲ୍ଲଭପୁର ଗାଁ ନିକଟ ବାଘଡିଆଁ ଜଙ୍ଗଲରେ ଡେରା ପକାଇଛନ୍ତି ୩୦ ଟିକିଆ  ହାତୀପଲ।

ଦଳରେ ସାତଟି ଛୁଆ ହାତୀମଧ୍ୟ ରହିଛନ୍ତି। ହାତୀପଲଙ୍କୁ ଘଉଡାଇବା ପାଇଁ ବନ ବିଭାଗର ଟିମ୍  ଉଦ୍ୟମ ଜାରି ରଖିଥିବା ବେଳେ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।କିଛି ଦିନ ଧରି ତେଲକୋଇ ବନାଞ୍ଚଳରେ ହାତୀ ଉପଦ୍ରବ କମିଥିବା ବେଳେ ପୁଣି ୩୦ ଟିକିଆ ହାତୀ ପଲଙ୍କୁ ଦେଖି ଲୋକଙ୍କ ମନରେ ଆଶଙ୍କା ଦେଖାଦେଇଛି ।ହାତୀଙ୍କ ଦାଉରୁ ନିଜ ଫସଲକୁ କିପରି ସୁରକ୍ଷା ଦେବେ ସେନେଇ ଚାଷୀ ଏବେ ଚିନ୍ତାରେ ପଡିଛନ୍ତି ।

   Related Posts