Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭଦ୍ରକ ଚାନ୍ଦବାଲି ନିକଟରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ; ଦୁର୍ଘଟଣାରେ ୩୦ଜଣ ଆହତ

14/11/2018 at 8:50 AM

ଭଦ୍ରକ ୧୪|୧୧:  ଭଦ୍ରକ ଚାନ୍ଦବାଲି ନିକଟରେ ଯାତ୍ରୀବାହୀ ବସ-ମାଲ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ୧୦ଜଣ ଗୁରୁତର ହୋଇଥିବାବେଳେ ୨୦ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବାଂଶଡା ଥାନା କରଣପଲି କୁଆମରା ଛକରେ ଦୁର୍ଘଟଣା ହୋଇଛି । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଧାମରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଯାତ୍ରୀବାହୀ ବସ୍ ‘ଜୁଗୁନ’ ଧାମରାରୁ କଟକ ଆସୁଥିବାବେଳେ ଦୁର୍ଘଟଣା ହୋଇଛି ।

   Related Posts