Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ନିର୍ମାଣ ହେବ ୨୦ଟି ସାଇନ୍ସ ପାର୍କ, ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

27/02/2021 at 12:33 PM

ଭୁବନେଶ୍ୱର ୨୭।୦୨: ରାଜ୍ୟରେ ୨୦ଟି ସାଇନ୍ସ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି, ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୦ଟି ନିର୍ମାଣ ହେବ।  ଗୋଟିଏ  ସାଇନ୍ସ ପାର୍କ କରିବା ପାଇଁ ୩୦ ମାସ ସମୟ ଲାଗିବ।

ତେବେ ୩୦ଟି ଜିଲ୍ଲାରେ ୩୦ଟି ବିଜ୍ଞାନ କେନ୍ଦ୍ର ଖୋଲିବ ପାଇଁ ନିଷ୍ପତ୍ତି ହୋଇଛି। ସମସ୍ତ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ। ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ସ୍ଥାନୀୟ ପୌର ସଂସ୍ଥାକୁ ହସ୍ତାନ୍ତର କରାଯିବ। 

ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୁଇଟି ପ୍ଲାନେଟରିୟମ କାର୍ଯ୍ୟକ୍ଷମ ରହିଛି। ସେହିଭଳି ବାରିପଦା , କେନ୍ଦୁଝର, ଗୋପାଳ ପୁରୀ, ଓ ରାୟଗଡାରେ ପ୍ଲାନେଟୋରିୟମ କରିବା ପାଇଁ ପାଇପ ଲାଇନରେ ରହିଛି। ଅତୀତରେ ରାଉରକେଲା ପ୍ରକଳ୍ପ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବଲାଙ୍ଗୀରରେ ହେବାକୁ ଥିବା ସାଇନ୍ସ ପାର୍କ ପାଇଁ ପ୍ରସ୍ତୁତି ଆରମ୍ଭ କରାଯାଇଥିବା ବୋଲି ଗୃହରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।

   Related Posts