Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

କଟକ ସହରରୁ ଆଉ ୩୦୨ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ଟପିଲା

27/08/2020 at 8:30 PM

କଟକ, ୨୭|୦୮: କଟକ ସହରରୁ ଗୁରୁବାର ୩୦୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୧୭୧ରେ ପହଁଚିଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସ୍ଥାନୀୟ ସଂକ୍ରମିତ ୧୧୮ ଜଣ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୮୪ଜଣ ରହିଛନ୍ତି ।

କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧ଜଣ ସରକାରୀ କ୍ୱାରେଣ୍ଟାଇନ ଓ ୧୦୩ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ।

ସୂଚନାଯୋଗ୍ୟ, କଟକ ସହରରୁ ଏବେସୁଦ୍ଧା ୪୧୭୧ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୨୪୧୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୨୩ଜଣ ପ୍ରାଣ ହରାଇଥିବା ବେଳେ ଏବେବି ୧୭୩୦ଟି ସକ୍ରିୟ କେସ୍ ରହିଛି ।

   Related Posts