Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ରାଜଧାନୀରୁ ଆଉ ୩୦୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୫୧୭

18/09/2020 at 5:36 PM

ଭୁବନେଶ୍ୱର, ୧୮ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୨୫ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୦ ଜଣ ରହିଥିବା ବେଳେ ୨୧୫ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts