Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରାଜଧାନୀରୁ ଆଉ ୩୦୬ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୫୦୬

21/09/2020 at 6:24 PM

ଭୁବନେଶ୍ୱର, ୨୧ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୬ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୯୮ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨୩ ଜଣ ରହିଥିବା ବେଳେ ୧୮୩ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts