ଭୁବନେଶ୍ୱର ୧।୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
wp:html/wp:htmlUpdate on newly detected & cured #COVID19 cases in the last 24 hrs under the BMC area on 1st Sep 2020(till 9am).
— BMC (@bmcbbsr) September 1, 2020
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/GMZnpIQCxy
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍ କେସ୍ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି