Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

21/09/2020 at 7:41 PM

ଭୁବନେଶ୍ୱର, ୨୧ ।୦୯:  ସୋମବାର ରାଜ୍ୟରେ ଆଉ ୩୭୦୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯୩୭୯ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାର ସର୍ବାଧିକ ୭୯୬ଜଣ ଥିବା ବେଳେ କଟକର ୩୨୦, ପୁରୀର ୨୫୬, ଝାରସୁଗୁଡାର ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରର ୧୩୬, ସୁନ୍ଦରଗଡର ୧୩୬, ବରଗଡର ୧୩୨, ମୟୂରଭଞ୍ଜର ୧୨୦ ଓ ନବରଙ୍ଗପୁରର ୧୨୦ଜଣ ରହିଛନ୍ତି ।

ସେହିପରି ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେଉଁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭ ଜଣ ସୁସ୍ଥ ହୋଇଛନ୍ତି ।

ଏତତ୍ ବ୍ୟତୀତ ଦେବଗଡରୁ ୨୩, ଅନୁଗୋଳରୁ ୨୨, ଗଜପତିରୁ ୨୨, ନୂଆପଡାରୁ ୧୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts