Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜଧାନୀରୁ ଆଉ ୩୦୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୭

8/10/2020 at 5:16 PM

ଭୁବନେଶ୍ୱର ୦୮।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫୩୭ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୨୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୯ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts