Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

କାଲି କମିଥିଲା ଆଜି ବଢିଲା : ଭୁବନେଶ୍ବରରୁ ଦିନକରେ ୩୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ

16/07/2021 at 8:23 PM

ଭୁବନେଶ୍ବର୧୬/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ଖସୁଛି । ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୧୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୮୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୨୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୫, ୧୯୪ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୩,୩୩୨ ଜଣ ସୁସ୍ଥ ହୋଇସାରିଛନ୍ତି । ୫୯୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୪୬ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts