Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଭୁବନେଶ୍ବରରୁ ଦିନକରେ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୯ ସୁସ୍ଥ

11/07/2021 at 8:25 PM

ଭୁବନେଶ୍ବର୧୧/ ୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୧୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୪୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୩, ୭୦୭ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୨,୦୧୮ ଜଣ ସୁସ୍ଥ ହୋଇସାରିଛନ୍ତି । ୫୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୫୭ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୩୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts