Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶିଷ୍ଟ ଲେଖିକା ମନୋରମା ମହାପାତ୍ରଙ୍କ ପରଲୋକ
  • ||
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ରାଜଧାନୀରେ ବଢୁଛି ଆକ୍ଟିଭ କେସ୍ : ଭୁବନେଶ୍ବରରୁ ଦିନକରେ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ

23/07/2021 at 8:57 PM

ଭୁବନେଶ୍ବର୨୩/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ପୁଣି ବଢିଛି । ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୧୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୫୬ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୭, ୪୮୮ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୪,୯୫୯ ଜଣ ସୁସ୍ଥ ହୋଇସାରିଛନ୍ତି । ୭୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭୭୯ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts