Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୩୧୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୧୫

5/10/2020 at 4:30 PM

ଭୁବନେଶ୍ୱର, ୦୫ ।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫୪୯ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୨ ଜଣ ରହିଥିବା ବେଳେ ୨୨୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts