ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 30, 2021 IST

ମେଷ–ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ ।କିନ୍ତୁ ଅଫିସ୍‌ରେ ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁସନ୍ଦେହ ଦୃଷ୍ଟିରେ ଦେଖିବେ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୭ ।
ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ–ନିକଟ ସମ୍ପର୍କୀୟ ଆଗରେ ନ ହେଲେ ମଧ୍ୟ ପଛରେବିଭିନ୍ନ କଥା କହିବେ ।ଯେତେ ତୁନିତାନି କରି ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସାସୂଚକ ପଦୁଟିଏ କଥା ଶୁଣିବା କୁମିଳିବ ନାହିଁ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୭ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ନୂଆ ବସ୍ତ୍ର ଲାଭ ହେବ ।

ମିଥୁନ - କୌଣସି ନୂଆ କାମ ହାତକୁ ନେବେ । ନିରପେକ୍ଷତା ଅବଲମ୍ବନ ନ କଲେ ଘରେହେଉ କିମ୍ବା କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତହେବେ ।
ବ୍ୟବସାୟୀ- ବିଜୟୀହେବେ ।
ଗୃହିଣୀ- ମାନସିକଶାନ୍ତି ପାଇବେ ।

କର୍କଟ–ସମସ୍ୟା ସମାଧାନ ହେବା ବଦଳରେ ଆଗାମୀ ସମୟ ସକାଶେ ଅପେକ୍ଷା କରିବାକୁ ପଡିବ । ଆନୁଷ୍ଠଙ୍ଗିକ ସାହାର୍ଯ୍ୟ ଲାଭକରି ନିର୍ମାଣର ଅପୂର୍ଣ୍ଣକାମକୁ ଆଜି ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ କରିବେ ।ଶୁଭରଙ୍ଗ ୟେଲୋ ।ଶୁଭଅଙ୍କ ୩ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ସିଂହ –ଆଜି ଦିନଟିରେ ଯାହାକରିବା ପାଇଁମନଓୀକରିଛନ୍ତି, ତାହାସକାଳୁ ଆରମ୍ଭ କରିଦେବା ଭଲ ।ବନ୍ଧୁଙ୍କ ଫେରିବାବାଟକୁ ଚାହିଁ ଧୈର୍ଯ୍ୟହରା ହୋଇପାରନ୍ତି ।ଶୁଭରଙ୍ଗ କ୍ରୀମ୍ ।ଶୁଭଅଙ୍କ ୧ ।
ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ-ନୂଆବସ୍ତ୍ରଲାଭହେବ ।

କନ୍ୟା – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା ସହ ପରିସ୍ଥିତି କୁସାମନା କରିବାକୁ ପଡିବ ।ଜେତେକ କାମ ଅଟକି ରହିଥିବା କାରଣରୁ ଟେନସନ୍‌ କିଛିମାତ୍ରାରେ ଲାଗି ରହିବ ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୪ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
ଗୃହିଣୀ-ସୁଖୀ ହେବେ ।

ତୁଳା–ଦୈହିକ ଦୁର୍ବଳତାଯୋଗୁ ନିରୁତ୍ସାହିତ ହୋଇପାରନ୍ତି । ପରିବାରରଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ଆପଣ ପରିସ୍ଥିତିକୁ ସମ୍ଭାଳିନେବେ ।ଶୁଭରଙ୍ଗ ପିଚ୍ ।ଶୁଭଅଙ୍କ ୮ ।
ଚାଷୀ- ଶ୍ରମସାର୍ଥକ ହେବ ।
ରୋଗୀ- ଥଣ୍ଡା ଜନିତ ରୋଗହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ହେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ-ସୁଖୀହେବେ ।

ବିଛା– ଦିନଟିରେ ଅଧିକାଂଶ ସମୟ ବନ୍ଧୁଙ୍କ ସହବିଭିନ୍ନ ଆଲୋଚନାରେ କଟିବ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅପମାନ ଜନକ ସ୍ଥିତିରୁ ଖସି ଯାଇପାରନ୍ତି । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୨ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ପ୍ରମୋସନ୍‌ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ରସୁଖ ପାଇବେ ।

ଧନୁ –ସାମାଜିକ ସ୍ତରରେ ଅଥବା ସଭା ସମିତିରୁ ଅର୍ଥ ଓ ସମ୍ମାନ ପାଇବେଏବଂ ଅଟକି ରହିଥିବାକାମ ମଧ୍ୟ ହୋଇଯିବ ।ବ୍ୟବସାୟ ଓ ପରିବହନ ପାଇଁ ପ୍ରତିବନ୍ଧକ ଦୂରେଇ ଯିବ ।ଶୁଭରଙ୍ଗମେରୁନ୍ ।ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତିସତର୍କରୁହନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞହେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ-ଘର କାମରେବ୍ୟସ୍ତରହିବେ ।

ମକର–ସ୍ୱାସ୍ଥ୍ୟ ସମସ୍ୟା ଅକ୍ଷୁଣ୍ଣ ରହିବା ଚିନ୍ତାଜନକ ହୋଇପାରେ ।କର୍ମକ୍ଷେତ୍ରରେ ସମ୍ୟା ଆସିଲେ ମଧ୍ୟ ପରି ଶେଷରେ କାମ ଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହେବ ।ଶୁଭରଙ୍ଗୟେଲୋ ।ଶୁଭଅଙ୍କ ୫ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ- ସଫଳତା ହାତ ଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ -ସାଧାରଣ କଥାକୁ ବଡ ଆକାରରେଚିନ୍ତାକରିବେଶିବ୍ୟସ୍ତହୋଇପାରନ୍ତି ।ଫେରିବା ରାସ୍ତାରେ ଜଣେ ଅପରିଚିତଙ୍କ ସକାଶେ ବ୍ୟସ୍ତତାବୃଦ୍ଧି ପାଇବ ।ଶୁଭରଙ୍ଗ ୟେଲୋ ।ଶୁଭଅଙ୍କ ୧ ।
ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।
ରୋଗୀ- ୟୋଗାକରନ୍ତୁ ।
ଛାତ୍ରଛାତ୍ରୀ- ମନରେଗର୍ବଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
ବ୍ୟବସାୟୀ- ବିଜୟୀହେବେ ।
ଗୃହିଣୀ- ଧର୍ଯ୍ୟବାନ୍‌ହେବେ ।

ମୀନ - ଆଶା ଓ ବିଶ୍ୱାସରଖି ମାଡିଚାଲିଲେ ଅବଶ୍ୟ ଆଶା ପୂରଣହୋଇଯିବ ।କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତାହାସଲ କରିବେ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୮ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍‌କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
ବ୍ୟବସାୟୀ- ବିଜୟୀହେବେ ।
ଗୃହିଣୀ- ଧର୍ଯ୍ୟବାନ୍‌ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.