Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାଜଧାନୀରୁ ଆଉ ୩୨ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୭

11/12/2020 at 4:37 PM

ଭୁବନେଶ୍ୱର, ୧୧।୧୨: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୭୩ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯ ଜଣ ରହିଥିବା ବେଳେ ୨୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୩୧୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୨୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts