Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୨୭୮ କରୋନା ଆକ୍ରାନ୍ତ

3/09/2020 at 8:14 PM

ଭୁବନେଶ୍ୱର ୦୩।୯: ରାଜ୍ୟରେ ଗୁରୁବାର ୩୨୭୮ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ଆରୋଗ୍ୟ ଲାଭ କରିଥିବା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୩୫୧ରେ ପହଁଚିଛି ।

ଖୋର୍ଧାରୁ ସର୍ବାଧିକ ୫୧୧ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨, ନୟାଗଡରୁ ୧୨୧, ମାଲକାନଗିରିରୁ ୧୧୭, ମୟୂରଭଞ୍ଜରୁ ୧୧୭ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କୋରାପୁଟରୁ ୧୦୭, ସୁନ୍ଦରଗଡରୁ ୧୦୪, ଭଦ୍ରକରୁ ୯୮, ଝାରସୁଗୁଡାରୁ ୮୯, କନ୍ଧମାଳରୁ ୮୮, ଜଗତସିଂହପୁରରୁ ୭୭, କେଉଁଝରରୁ ୬୯, ସମ୍ବଲପୁରରୁ ୬୭, ଢେଙ୍କାନାଳରୁ ୬୬, ନବରଙ୍ଗପୁରରୁ ୪୭, ଗଜପତିରୁ ୪୩, କେନ୍ଦ୍ରାପଡାରୁ ୩୫, ନୂଆପଡାରୁ ୨୫, ବଲାଙ୍ଗୀରରୁ ୨୪, କଳାହାଣ୍ଡିରୁ ୨୪, ସୋନପୁରରୁ ୨୩, ବୌଦ୍ଧରୁ ୮, ଦେବଗଡରୁ ୫ ଓ ଅନୁଗୋଳରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts