Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୪୧

3/10/2020 at 5:03 PM

ଭୁବନେଶ୍ୱର, ୦୩ ।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୭୬ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୦ ଜଣ ରହିଥିବା ବେଳେ ୨୧୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୪୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୨୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୦ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts