ଭୁବନେଶ୍ବର ୧୪/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୩୮ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୪,୪୪୭। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୯,୯୮୨ ଜଣ ସୁସ୍ଥ ହୋଇସାରିଛନ୍ତି । ୩୮୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ହଜାର ୬୩ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୯୩୩ ଜଣ ସୁସ୍ଥ ହୋଇ ଫେରିଛନ୍ତି ।
wp:embed {"url":"https://twitter.com/bmcbbsr/status/1404428090185445376","type":"rich","providerNameSlug":"twitter","responsive":true,"className":""} /wp:embedପଦ୍ମ ଧରିଲେ ପ୍ରବୋଧ ତିର୍କୀ, ଟିକେଟ୍ କଟିବା ପରେ ୪...