Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

୩୨ ତମ କୋଣାର୍କ ମହୋତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ୬ ଶହ ପର୍ଯ୍ୟଟକ

1/12/2021 at 8:53 PM

କୋଣାର୍କ, ୦୧/୧୨: ଆଜି ସନ୍ଧ୍ୟାରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ୩୨ ତମ କୋଣାର୍କ ମହୋତ୍ସବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟ କରିଛନ୍ତି । ସନ୍ଧ୍ୟାରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ  ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ପର୍ଯ୍ୟଟନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରଥମେ ଏହି ମଞ୍ଚରେ ମାଧବୀ ମୁଦ୍‌ଗଲ୍ଫଙ୍କ ସାଥିଙ୍କ ଦ୍ଵାରା ଓଡ଼ିଶୀ ନୃତ୍ୟ ବେଶ୍ ଚିତ୍ତାକର୍ଷକ ହୋଇଥିଲା । କରୋନା କଟକଣା ମଧ୍ୟରେ କୋଣାର୍କ ମହୋତ୍ସବରେ ୬ ଶହ ପର୍ଯ୍ୟଟକ ଯୋଗ ଦେଇଥିଲେ l

   Related Posts