Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଚଣ୍ଡିଖୋଲ: ୩୩ କେଭି ବିଦ୍ୟୁତ ଗ୍ରୀଡ୍‌ର‌ ଲୋକାର୍ପଣ କଲେ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

25/01/2021 at 8:32 PM

ଚଣ୍ଡିଖୋଲ୨୫/୧:  ୩୩ କେଭି ବିଦ୍ୟୁତ ଗ୍ରୀଡ୍‌ ଲୋକାର୍ପିଣ। ପଶ୍ଚିମ ବଡଚଣାରେ ବିଦ୍ୟୁତ ସମସ୍ୟାର ସମାଧାନ ହୋଇଛି।କାଇମାଟିଆ ଠାରେ ୩୩ କେଭି ବିଦ୍ୟୁତ ଗ୍ରୀଡ୍‌କୁ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ଲୋକାର୍ପଣ କରିଛନ୍ତି।

ଏହି ଲୋକାର୍ପିଣ ଉତ୍ସବରେ ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ, ସ୍ଥାନୀୟ ବିଧାୟକ ଅମର ପ୍ରସାଦ ଶତପଥୀ ଉପସ୍ଥିତ ଥିଲେ। ସାଧାରଣ ଲୋକଙ୍କ ବିଦ୍ୟୁତ ଆବଶ୍ୟକତା ଓ ଲୋ ଭୋଲଟେଜ୍ ସମସ୍ୟାର ସମାଧାନ ହୋଇଛି। ଉପସ୍ଥିତ ଜନସାଧାରଣଙ୍କ ଉଦେଶ୍ୟରେ ମନ୍ତ୍ରୀ ଅଭିଭାଷଣ ଦେଇଥିଲେ।  ଶେଷରେ ବଡଚଣା ବିଧାୟକ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।

   Related Posts