Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

13/09/2020 at 7:41 PM

ଭୁବନେଶ୍ୱର, ୧୩।୦୯: ରବିବାର ରାଜ୍ୟରେ ୩୩୬୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୬୪୨ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୦୬, କଟକରୁ ୩୪୮, ପୁରୀରୁ ୨୮୦, ମୟୁରଭଞ୍ଜରୁ ୨୦୬, ରାୟଗଡାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡରୁ ୧୨୦, ଝାରସୁଗୁଡାରୁ ୧୧୯, ବରଗଡରୁ ୧୧୬, ଗଞ୍ଜାମରୁ ୧୧୦, କଳାହାଣ୍ଡିରୁ ୮୯, ସୋନପୁରରୁ ୮୭, କନ୍ଧମାଳରୁ ୮୫, କୋରାପୁଟ ୭୧, ବାଲେଶ୍ୱର ୬୬, ସମ୍ବଲପୁର ୬୬, ବୌଦ୍ଧ ୬୫, ନୟାଗଡରୁ ୫୮, କେନ୍ଦୁଝରରୁ ୫୧, କେନ୍ଦ୍ରାପଡାରୁ ୪୪,  ଯାଜପୁରରୁ ୪୦, ବଲାଙ୍ଗିରରୁ ୩୯, ଜଗତସିଂହପୁରରୁ ୩୧, ଗଜପତିରୁ ୨୯, ଅନୁଗୁଳରୁ ୨୮, ଢେଙ୍କାନାଳରୁ ୨୫, ନବରଙ୍ଗପୁରରୁ ୨୪, ମାଲକାନଗିରିରୁ ୨୨, ନୂଆପଡାରୁ ୧୭ ଓ ଦେଓଗଡରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

   Related Posts