Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ

27/09/2020 at 8:10 PM

ଭୁବନେଶ୍ୱର, ୨୭ ।୦୯:  ରବିବାର ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୫୭୧ ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକର ସର୍ବାଧିକ ୫୪୦ଜଣ ଥିବା ବେଳେ ଖୋର୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩, ଜଗତସିଂହପୁରରୁ ୧୧୫,ବାଲେଶ୍ୱରରୁ ୧୧, କେନ୍ଦୁଝରରୁ ୧୦୨, ବରଗଡରୁ ୧୦୦, କୋରାପୁଟରୁ ୯୯, ଝାରସୁଗୁଡାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦ ଜଣ ରହିଛନ୍ତି ।

ସେହିପରି କଳାହାଣ୍ଡିରୁ ୭୬, ବଲାଙ୍ଗୀରରୁ ୬୮, ମାଲକାନଗିରିରୁ ୬୩, ନୂଆପଡାରୁ ୪୯, ଭଦ୍ରକରୁ ୪୭, ଅନୁଗୋଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମରୁ ୪୨, ନୟାଗଡରୁ ୩୬, ଗଜପତିରୁ ୩୧, ବୌଦ୍ଧରୁ ୧୪ ଓ ଦେଗଗଡରୁ ୭ ଜଣ ଆରୋଗ୍ୟଲାଭ କରିଛନ୍ତି ।

   Related Posts