Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

୩୩ ତମ ସର୍ବଭାରତୀୟ ପୋଷ୍ଟାଲ ଚେସ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

2/09/2018 at 9:13 PM

ଭୁବନେଶ୍ଵର-୦୨୦୯; ଓଡ଼ିଶା ଡ଼ାକ ପରିମଣ୍ତଳ ଆନୁକୁଲ୍ୟରେ ଚାଲିଥିବା ୩୩ ତମ ସର୍ବଭାରତୀୟ ପୋଷ୍ଟାଲ ଚେସ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଏଥିରେ ତାମିଲନାଡ଼ୁ ପରିମଣ୍ତଳ ଦଳଗତ ଭାବେ ଚାମ୍ପିୟାନ ହୋଇଥିବା ବେଳେ ରାଜସ୍ଥାନ ଓ ବିହାର ୨ୟ ଓ ୩ୟ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ଡ଼ାକ ପରିମଣ୍ତଳ ମୁଖ୍ୟ ଡ଼ାକପାଳ ସନ୍ତୋଷ କୁମାର କାମିଲାଙ୍କ ସହ ଗ୍ରାଣ୍ତ ମାଷ୍ଟର ଦେବାଶିଷ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ

   Related Posts