Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

କଟକ ସହରରୁ ଆଉ ୩୪ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୮

23/07/2020 at 2:44 PM

କଟକ, ୨୩|୦୭  କଟକ ସହରରୁ ଆଉ ୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ । ଏହାକୁ ମିଶାଇ ସହରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୮୬ରେ ପହଁଚିଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫ଜଣ ସରକାରୀ କ୍ୱାରେଣ୍ଟାଇନରେ ଥିବା ବେଳେ ୨୧ ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ସେହିପରି ୮ଜଣ ସ୍ଥାନୀୟ ସଂକ୍ରମିତ ହେଲେ ତଳ ତେଲେଙ୍ଗା ବଜାରର ୩୩ ବର୍ଷୀୟ କରୋନା ଯୋଦ୍ଧା, ଏସସିବି ମେଡିକାଲ କଲେଜର ୨୩ ବର୍ଷୀୟ କର୍ମଚାରୀ, ପୁରୁଣା ରାଉସପାଟଣାର ୨୫ ବର୍ଷୀୟା ଯୁବତୀ, ବାରିକ ସାହିର ୩୫ ବର୍ଷୀୟା ମହିଳା, ୭୨ ବର୍ଷୀୟା ମହିଳା ଓ ୩୬ ବର୍ଷୀୟା ମହିଳା । ସେହିପରି ମାଲଗୋଦାମରୁ ମଧ୍ୟ ଜଣେ ୩୩ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସହରରେ ଏବେସୁଦ୍ଧା ୪୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୩୬ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୮ଜଣ ପ୍ରାଣ ହରାଇଥିବା ବେଳେ ୨୪୨ଟି ସକ୍ରିୟ କେସ୍ ରହିଛି ।  

   Related Posts