Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ରାଜଧାନୀରୁ ଆଉ ୩୪୦ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୩୭

1/10/2020 at 4:43 PM

ଭୁବନେଶ୍ୱର, ୦୧ ।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୦  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୩୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୬ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts