ରାଜଧାନୀରୁ ଆଉ ୩୪୨ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୪୪

Published By : Prameya-News7 Bureau | September 15, 2020 IST

ଭୁବନେଶ୍ୱର ୧୫।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯୩୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୮ ଜଣ ରହିଥିବା ବେଳେ ୨୪୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୮୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୯୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.