Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

5/09/2020 at 7:39 PM

ଭୁବନେଶ୍ୱର, ୦୫।୦୯:  ଶନିବାର ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୩୭୭୪ରେ ପହଁଚିଛି ।

ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୯୫୧ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭, ନୟାଗଡରୁ ୧୧୭, କୋରାପୁଟ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ବଲପୁରରୁ ୧୦୦, ଝାରସୁଗୁଡାରୁ ୬୭, ମାଲକାନଗିରିରୁ ୬୪ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ବଲାଙ୍ଗୀରରୁ ୬୧, କେନ୍ଦ୍ରାପଡାରୁ ୬୧, ବରଗଡରୁ ୫୬, କେଉଁଝରରୁ ୫୪, ସୋନପୁରରୁ ୪୧, ସୁନ୍ଦରଗଡରୁ ୩୮, ନବରଙ୍ଗପୁରରୁ ୩୩, କନ୍ଧମାଳରୁ ୨୪, ଗଜପତିରୁ ୨୩, ନୂଆପଡାରୁ ୨୩, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୧୧, ଦେବଗଡରୁ ୮ ଓ ଅନୁଗୋଳରୁ ୫ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts