Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଜଧାନୀରୁ ଆଉ ୩୪୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୪୪

22/09/2020 at 4:26 PM

ଭୁବନେଶ୍ୱର, ୨୨ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୫  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୧ ଜଣ ରହିଥିବା ବେଳେ ୨୪୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts