ଭୁବନେଶ୍ୱର, ୨୨ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୧ ଜଣ ରହିଥିବା ବେଳେ ୨୪୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
wp:html/wp:htmlUpdate on newly detected #COVID19 cases in the last 24 hrs under the BMC area on 22nd Sep 2020(till 9am).
— BMC (@bmcbbsr) September 22, 2020
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/mqktLmAMP7
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯ ଜଣଙ୍କର ମୃତ୍ୟୁ ହୋଇଛି ।