Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ

23/06/2021 at 8:36 AM

ଭୁବନେଶ୍ୱର ୨୩।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୬୯୪୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୮୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୪ଜଣ, ବରଗଡ଼ ଜିଲ୍ଲାରୁ ୬୯ଜଣ, ଭଦ୍ରକ ଜିଲ୍ଲାରୁ ୧୯୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୪୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୭ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ୮୧ଜଣ, ଯାଜପୁର ଜିଲ୍ଲାରୁ ୨୬୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୯ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ, ମାଲକାନାଗିରି ଜିଲ୍ଲାରୁ ୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୨୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୨୮୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୪୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ, ଷ୍ଟେଟ ପୁଲ୍‌ରୁ ୮୪୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୬୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୨୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୮୯୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୨୮୩୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts